ରାଜନୈତିକ ବିଜ୍ଞାପନ ଉପରେ ଲାଗିଲା ରୋକ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଆଗାମୀ ଉପନିର୍ବାଚନକୁ ଦୃଷ୍ଟିରେ ରଖି ରାଜନୈତିକ ବିଜ୍ଞାପନ ଉପରେ ରୋକ୍ ଲଗାଇଛନ୍ତି ନିର୍ବାଚନ ଆୟୋଗ। ଭାରତ ନିର୍ବାଚନ ଆୟୋଗ ସମ୍ବିଧାନର ଧାରା ୩୨୪ ଅନୁଯାୟୀ ନିର୍ବାଚନ ସମୟରେ କୌଣସି ରାଜନୈତିକ ଦଳ, ପ୍ରାର୍ଥୀ କିମ୍ବା ସଂସ୍ଥା ଦ୍ୱାରା ଭୋଟଗ୍ରହଣ ଦିନ ଏବଂ ଭୋଟଗ୍ରହଣ ପୂର୍ବଦିନ ଅର୍ଥାତ ନଭେମ୍ବର ୨ ଏବଂ ୩ ତାରିଖରେ ଛାପା ଗଣମାଧ୍ୟମରେ ବିଜ୍ଞାପନ ଛାପିବା ଉପରେ ରୋକ୍ ଲଗାଇଛନ୍ତି। ଯେପର୍ୟ୍ୟନ୍ତ ବିଜ୍ଞାପନର ବିଷୟବସ୍ତୁ ରାଜ୍ୟ କିମ୍ବା ଜିଲ୍ଲା ସ୍ତରରେ ଖୋଲା ଯାଇଥିବା ଏମ.ସି.ଏମ.ସି. କମିଟି ଦ୍ୱାରା ଅନୁମୋଦନ ଲାଭ କରିନାହିଁ ସେପର୍ୟ୍ୟନ୍ତ ରାଜନୈତିକ ବିଜ୍ଞାପନଗୁଡ଼ିକ ଛାପା ଗଣମାଧ୍ୟମରେ ପ୍ରକାଶିତ ହୋଇପାରିବ ନାହଁ। ଏନେଇ ନିର୍ବାଚନ ଆୟୋଗ ସୂଚନା ଅଧିକାରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଏକ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’