Masthead

ECIଙ୍କ ବଦଳି ନିର୍ଦ୍ଦେଶ, ବଦଳିବେ ୪ ରାଜ୍ୟରେ ଜିଲ୍ଲାପାଳ ଓ ଏସପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୪ ରାଜ୍ୟର ଜିଲ୍ଲାପାଳ ଓ ଏସପିଙ୍କ ବଦଳି ନିର୍ଦ୍ଦେଶ । ଓଡ଼ିଶା ସହ ଗୁଜରାଟ, ପଞ୍ଜାବ ଓ ପଶ୍ଚିମବଙ୍ଗରେ ବଦଳି । ଅଣକ୍ୟାଡର ଏସପି ଓ କଲେକ୍ଟରଙ୍କ ବଦଳି ନିର୍ଦ୍ଦେଶ । ଓଡ଼ିଶାର ୨ ଏସପି ଓ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ । ଦେବଗଡ଼ ଓ କଟକ ଗ୍ରାମାଞ୍ଚଳ ଏସପିଙ୍କ ମୁଖ୍ୟ ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ । ଢେଙ୍କାନାଳ ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ ।

ବଦଳି ହେବାକୁ ଥିବା ଅଧିକାରୀମାନେ ହେଉଛନ୍ତି ଗୁଜୁରାଟର ଛୋଟା ଉଦୟପୁର ଏବଂ ଅହମ୍ମଦାବାଦ ଗ୍ରାମୀଣ ଜିଲ୍ଲାର ଏସପି । ପଞ୍ଜାବର ପଠାନକୋଟ, ଫାଜିଲକା ଜଳନ୍ଧର ଗ୍ରାମୀଣ ଏବଂ ମାଲେରକୋଟଲା ଜିଲ୍ଲାର ଏସଏସପି । ଢେଙ୍କାନାଳର ଜିଲ୍ଲାପାଳ ଏବଂ ଓଡ଼ିଶାର ଦେବଗଡ଼ ଓ କଟକ ଗ୍ରାମାଞ୍ଚଳର ଏସପି ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ବ ବର୍ଦ୍ଧମାନ ଓ ବୀରଭୂମ ଜିଲ୍ଲାର ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା