Masthead

ଆରମ୍ଭ ହେଲା ପୋଷ୍ଟାଲ ବାଲାଟ୍ ଗଣତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ଭୋଟ୍ ଗଣତି । ନିର୍ବାଚନ ଭୋଟ୍ ଗଣତି ସକାଳ ୮ଟାରୁ ଆରମ୍ଭ ହେଇଛି । ତେବେ ପ୍ରଥମ ପର୍ୟ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହୋଇଛି । ୧ ଲକ୍ଷ ୪୬ ହଜାର ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ପ୍ରତି ଟେବୁଲରେ ୫୦୦ ପୋଷ୍ଟାଲ ବାଲାଟ୍ ଗଣତି ହେଉଛି । ପୋଷ୍ଟାଲ ବାଲାଟ୍ ଗଣତି ଶେଷ ହେବା ପରେ ଇଭିଏମ୍ ଗଣତି ଆରମ୍ଭ ହେବ । ଗଣତି କେନ୍ଦ୍ରରେ ଏବେ ବିଭିନ୍ନ ପ୍ରାର୍ଥୀଙ୍କ ଏଜେଣ୍ଟ ପ୍ରସ୍ତୁତ ହେଇ ରହିଛନ୍ତି , ରାଜ୍ୟରେ ମୋଟ ୭୦ଟି ଗଣତି କେନ୍ଦ୍ର କରାଯାଇଛି । ଆଉ ନିର୍ବାଚନ ରେଜଲ୍ଟ ଉପରେ ରହିଛି ସମସ୍ତଙ୍କର ନଜର । ଆଜି ଲୋକସଭାର ୫୪୩ ଏବଂ ଓଡିଶା ବିଧାନସଭାର ୧୪୭ ଆସନରେ ରେଜଲ୍ଟ ଆସିବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ