Masthead

ଆରମ୍ଭ ହେଲା ପୋଷ୍ଟାଲ ବାଲାଟ୍ ଗଣତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ଭୋଟ୍ ଗଣତି । ନିର୍ବାଚନ ଭୋଟ୍ ଗଣତି ସକାଳ ୮ଟାରୁ ଆରମ୍ଭ ହେଇଛି । ତେବେ ପ୍ରଥମ ପର୍ୟ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହୋଇଛି । ୧ ଲକ୍ଷ ୪୬ ହଜାର ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ପ୍ରତି ଟେବୁଲରେ ୫୦୦ ପୋଷ୍ଟାଲ ବାଲାଟ୍ ଗଣତି ହେଉଛି । ପୋଷ୍ଟାଲ ବାଲାଟ୍ ଗଣତି ଶେଷ ହେବା ପରେ ଇଭିଏମ୍ ଗଣତି ଆରମ୍ଭ ହେବ । ଗଣତି କେନ୍ଦ୍ରରେ ଏବେ ବିଭିନ୍ନ ପ୍ରାର୍ଥୀଙ୍କ ଏଜେଣ୍ଟ ପ୍ରସ୍ତୁତ ହେଇ ରହିଛନ୍ତି , ରାଜ୍ୟରେ ମୋଟ ୭୦ଟି ଗଣତି କେନ୍ଦ୍ର କରାଯାଇଛି । ଆଉ ନିର୍ବାଚନ ରେଜଲ୍ଟ ଉପରେ ରହିଛି ସମସ୍ତଙ୍କର ନଜର । ଆଜି ଲୋକସଭାର ୫୪୩ ଏବଂ ଓଡିଶା ବିଧାନସଭାର ୧୪୭ ଆସନରେ ରେଜଲ୍ଟ ଆସିବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ