Masthead

ନବୀନ ନିବାସରେ ସମ୍ବଲପୁର ଅଙ୍କ କଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ସମୀକ୍ଷା । ଜିଲ୍ଲା ପର୍ଯ୍ୟବେକ୍ଷକ, ଦଳର ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ । ସମ୍ବଲପୁର ପରେ ସୁନ୍ଦରଗଡ଼, ମୟୂରଭଞ୍ଜ ପାଇଁ ସମୀକ୍ଷା କରିବ ବିଜେଡି । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବ ଦାସଙ୍କ ପୁଅ ବିଶାଳ ଦାସ, ବଣେଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ସାମିଲ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ, ବିଜେଡତ ନେତା ମଙ୍ଗଳା କିଷାନ, ସୁନ୍ଦରଗଡ଼ ପର୍ୟ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ, ସାରଦା ନାୟକ ଓ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ