Masthead

ବିଜେପିର ନିର୍ବାଚନ ରଣନୀତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଚାଲିଛି ଦଳର କୋର କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ । ଏହାସହ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡି ବୈଠକରେ ଯୋଗ ଦେଇଛନ୍ତି । ସେହିପରି ଅନ୍ୟ କୋର କମିଟି ସଦସ୍ୟା ମାନେ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି ।

ଏହାପରେ ବସିବ ରାଜ୍ୟ ନିର୍ବାଚନ କମିଟି ବୈଠକ ହେବ । ୨୪ ନିର୍ବାଚନକୁ ନେଇ ହେବ ମାନସମନ୍ଥନ । ୧୪୭ ବିଧାନସଭା ଏବଂ ୨୧ ଲୋକସଭାକୁ ନେଇ ପର୍ଯ୍ୟବେକ୍ଷକମାନଙ୍କ ରିପୋର୍ଟ ଉପରେ ହେବ ସମୀକ୍ଷା । ପ୍ରାର୍ଥୀ ଚୟନ ନେଇ ମଧ୍ୟ ଆଲୋଚନା ହେବ । ବୈଠକ ପରେ ସବିଶେଷ ରିପୋର୍ଟ କେନ୍ଦ୍ରୀୟ ସଂସଦୀୟ ବୋର୍ଡ ନିକଟକୁ ପଠାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ