Masthead

‘ଦୀପାଲିକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ବିଜେପି ପ୍ରେସମିଟକୁ ନେଇ ଜବାବ ରଖିଲା ବିଜେଡି । ଦଳର ବିଧାୟକ ଶଶୀ ଭୂଷଣ ବେହେରା ପ୍ରତିକ୍ରିୟା ରଖି କହିଛନ୍ତି ସରକାର ସେ ଦିଗ ଯାହା କରିବା କଥା ନ୍ୟାୟିକ ଦୃଷ୍ଟିରୁ ହେଉ କି ତଦନ୍ତ ଦୃଷ୍ଟିରୁ ସବୁ କିଛି କରୁଛନ୍ତି । ଯେତେବେଳେ ସେହି ପରିବାରର ଗୋଟିଏ ଝିଅ ନିର୍ବାଚନ ଲଢ଼ୁଛି ତେଣୁ ତାକୁ ନେଇ ଅଧିକ ରାଜନୀତିକରଣ କରିବା ଉଚିତ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ