Masthead

ଗ୍ରୀଡ୍ ଉଦଘାଟନ

ସାଲେପୁର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ସାଲେପୁର ଅଞ୍ଚଳରେ ଦୁଇଟି ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ଉପସ୍ଥିତିରେ ଶକ୍ତି ମନ୍ତ୍ରୀ କ୍ୟାପଟନ ଦିବ୍ୟଶଙ୍କର ମିଶ୍ର ଦୁଇଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଆତୋଡ଼ା ଠାରେ ୩୩କେଭି ବିଦ୍ୟୁତ ଗ୍ରୀଡର ଶିଳାନ୍ୟାସ ଏବଂ ଜପକୁଦଠାରେ ୩୩/୧୧ ଗ୍ରୀଡର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା