Masthead

୨୦୨୩-୨୪ ବର୍ଷରେ ବଢ଼ିବନି ବିଜୁଳି ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଲେ ଓଇଆରସି । ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ । ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ ପିଛା ଦର ୩ ଟଙ୍କା ରହିଲା । ୨୦୨୩-୨୪ ବର୍ଷରେ ବଢ଼ିବନି ବିଜୁଳି ଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ