Masthead

ଦନ୍ତା ଦଳିଦେଲା

କାମାକ୍ଷାନଗର,(ବଡ଼ ଖବର ବ୍ୟୁରୋ): ଦନ୍ତା ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକ ଗୁରୁତର । ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ି ରେଞ୍ଜ ଡିହଡୋଳ କୁସୁମୀମାନାଳି ନିକଟରେ ଦନ୍ତା ଆକ୍ରମଣରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗୁରୁତର ହୋଇଛନ୍ତି । ଗୁରୁତର ଶିକ୍ଷକ ହେଉଛନ୍ତି ପରଜଙ୍ଗ ଥାନା ବାରିହାପୁ ଗାଁର କାଳନ୍ଦୀ ସାହୁ । କାଳନ୍ଦି କୌଣସି କାମରେ ବସୋଇ ଗାଁକୁ ଅସି ଫେରୁଥିବା ସମୟରେ କୁସୁମୀନାଳି ନିକଟରେ ଦନ୍ତା ହାବୁଡରେ ପଡିଯାଇଥିଲେ । ଦନ୍ତାଟି ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇଥିଲା । ଗୁରୁତର କାଳନ୍ଦିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଅମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠଶରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳକୁ ସ୍ଥାନାନ୍ତରିତ କରାଯାଇଛି । ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ