Masthead

ଘର ଆଗରେ ବୃଦ୍ଧଙ୍କୁ ଦଳି ମାରିଦେଲା ହାତୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଥୁଆମୂଳା ରାମପୁର ଟେବାମହୁଲ ଗାଁରେ ହାତୀ ଆତଙ୍କ । ପୁଣି ଜଣେ ବୃଦ୍ଧଙ୍କ ମୃତ୍ୟୁ । ଘର ଆଗରେ ହାତୀକୁ ଘଉଡ଼ାଇବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି ବୃଦ୍ଧ । ଟେବାମହୁଲ ଗାଁର ପଞ୍ଚୁ ମାଝୀଙ୍କ ମୃତ୍ୟୁ ହୋଇଛି। ଘର ନିକଟରେ ଥିବା ସମୟରେ ହଠାତ ଜଙ୍ଗଲି ହାତୀ ଗାଁ ଭିତରକୁ ପଶିଆସିଥିବା ବେଳେ ହାତୀ ସମ୍ମୁଖରେ ପଡି ଯାଇଥିଲେ ପଞ୍ଚୁ ।

ଗତ ୧୭ତାରିଖ ଉକ୍ତ ହାତୀ ଆକ୍ରମଣରେ ଜୁନାଗଡ଼ ବ୍ଲକ ଚିଙ୍ଗୁଡ଼ିସର ପଞ୍ଚାୟତ ଝାରବନ୍ଦ ଗ୍ରାମର ଗଜିନ୍ଦ୍ର ଜାନୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ,ଗତ ଗୁରୁବାର ଠାରୁ ବନ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ହାତୀ ଘୋଡେଇବା କାମରୁ ନିବୃତ ରହିଥିବାରୁ ଆଗକୁ କୌଣସି ଧନ ଜୀବନ ନଷ୍ଟକୁ ଏଡାଇ ଦିଆଯାଇନପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା