Masthead

ହାତୀ ଆକ୍ରମଣରେ ଚାଷୀ ମୃତ

ସୋରଡ଼ା (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଚାଷୀ ମୃତ । ସୋରଡ଼ା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜର ଗୁଣ୍ଡୁରୀବାଡ଼ି ନିକଟରେ ହାତୀ ଆକ୍ରମଣ । ମୃତ ବ୍ୟକ୍ତିଙ୍କ ନାମ ଟୁନା ଗୌଡ଼। ମୁଜାଗଡ଼ ରେଞ୍ଜରେ ୧୭ ଟିକିଆ ହାତୀପଲର ଉପଦ୍ରବ ଜାରି ରହିଥିବା ବେଳେ ଏହି ପଲ ଗତକାଲି ରାତିରେ ଗୁଣ୍ଡୁରୀବାଡ଼ି ଗ୍ରାମ ଅଭିମୁଖେ ଆସିଥିଲେ। ଗ୍ରାମର କିଛି ଲୋକଙ୍କ ସହ ଟୁନା ରାତିରେ ନିଜ ଧାନ କ୍ଷେତ ଜଗିବାକୁ ଯାଇଥିଲେ। ଧାନ କ୍ଷେତରେ ଏକ ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିଲେ ଟୁନା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ବାରମ୍ବାର ହାତୀ ଉପଦ୍ରବ ଅଂଚଳରେ ଲାଗି ରହିଥିବା ବେଳେ ବର୍ତ୍ତମାନ ଧାନ ଫସଲ ସୁରକ୍ଷା ଚିନ୍ତା ବଢାଇଛି । ହାତୀ ମଣିଷ ଲଢେଇରେ ଜୀବନ ଯିବା ବନ ବିଭାଗର ଚିନ୍ତା ବଢ଼ାଇ ଦେଇଥିବା ବେଳେ ସଂପୂର୍ଣ୍ଣ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି