Masthead

ହାତୀ ଆକ୍ରମଣରେ ଯୁବକ ମୃତ

ପାଲଲହଡା (ବଡ଼ ଖବର ବ୍ୟୁରୋ): ଘର ବାରଣ୍ଡାରେ ସୋଇଥିବା ଯୁବକୁ କଚାଡି ମାରିଲା ଦନ୍ତା ହାତୀ । ଅନଗୁଳ ଜିଲ୍ଲା ପାଲଲହଡା ଥାନା ଜମରଡିହ ସର୍କିଲ ପେଚାମୁଣ୍ଡି ଗ୍ରାମରେ ଅଘଟଣ । ବିଳମ୍ବିତ ରାତିରେ ବିଦ୍ୟୁତ୍ ନଥିବା ହେତୁ ଘର ବାରଣ୍ଡାରେ ସୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡି ମାରିଲା ଦନ୍ତା ହାତୀ । ମୃତକ ହେଲେ ପବିତ୍ର ନାଏକ ।

ଫଳରେ ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ପରିବାର ଲୋକେ ଏ ନେଇ ବନ ବିଭାଗକୁ ଖବର ଦେବା ପରେ ବନବିଭାଗ ଓ ପାଳଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ସରକାରଙ୍କ ଅର୍ଥରାଶି ପରିବାରକୁ ଦିଆଯିବ ବୋଲି କହିଛନ୍ତି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ