ହାତୀ ଆକ୍ରମଣରେ ଯୁବକ ମୃତ

ପାଲଲହଡା (ବଡ଼ ଖବର ବ୍ୟୁରୋ): ଘର ବାରଣ୍ଡାରେ ସୋଇଥିବା ଯୁବକୁ କଚାଡି ମାରିଲା ଦନ୍ତା ହାତୀ । ଅନଗୁଳ ଜିଲ୍ଲା ପାଲଲହଡା ଥାନା ଜମରଡିହ ସର୍କିଲ ପେଚାମୁଣ୍ଡି ଗ୍ରାମରେ ଅଘଟଣ । ବିଳମ୍ବିତ ରାତିରେ ବିଦ୍ୟୁତ୍ ନଥିବା ହେତୁ ଘର ବାରଣ୍ଡାରେ ସୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡି ମାରିଲା ଦନ୍ତା ହାତୀ । ମୃତକ ହେଲେ ପବିତ୍ର ନାଏକ ।

ଫଳରେ ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ପରିବାର ଲୋକେ ଏ ନେଇ ବନ ବିଭାଗକୁ ଖବର ଦେବା ପରେ ବନବିଭାଗ ଓ ପାଳଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ସରକାରଙ୍କ ଅର୍ଥରାଶି ପରିବାରକୁ ଦିଆଯିବ ବୋଲି କହିଛନ୍ତି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି