Masthead

ମହିଳାଙ୍କୁ ଶୁଣ୍ଢରେ କଚାଡ଼ି ମାରିଲା ଦନ୍ତା

ପରଜଙ୍ଗ, (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ସେକ୍ସନ ଅନ୍ତର୍ଗତ ମଝିଖମଣ ଗାଁର ନେତ୍ରମଣୀ ସାହୁଙ୍କର ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି । ଶନିବାର ଭୋର ସମୟରେ ନେତ୍ରମଣି ଗାଁ ପାଖ ବାଲିତଇଲା ଜଙ୍ଗଲକୁ ଛତୁ ସଂଗ୍ରହ କରିବାକୁ ଯାଇଥିବାବେଳେ ହାତୀ ସହ ମୁହାଁମୁହିଁ ହୋଇଥିଲେ । ଦନ୍ତା ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ