Masthead

ମହିଳାଙ୍କୁ ଶୁଣ୍ଢରେ କଚାଡ଼ି ମାରିଲା ଦନ୍ତା

ପରଜଙ୍ଗ, (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ସେକ୍ସନ ଅନ୍ତର୍ଗତ ମଝିଖମଣ ଗାଁର ନେତ୍ରମଣୀ ସାହୁଙ୍କର ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି । ଶନିବାର ଭୋର ସମୟରେ ନେତ୍ରମଣି ଗାଁ ପାଖ ବାଲିତଇଲା ଜଙ୍ଗଲକୁ ଛତୁ ସଂଗ୍ରହ କରିବାକୁ ଯାଇଥିବାବେଳେ ହାତୀ ସହ ମୁହାଁମୁହିଁ ହୋଇଥିଲେ । ଦନ୍ତା ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା