Masthead

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜାମୁଣ୍ଡା ଗ୍ରାମର ବୈଦେହୀ ପ୍ରଧାନ । ସୂଚନା ଅନୁଯାୟୀ ବୃଦ୍ଧା ଜଣକ ଆମ୍ବ ଗୋଟାଇବାକୁ ପାଖ ଜଙ୍ଗଲକୁ ଯାଇଥିଲେ ।ସେଠାରେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ