ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜାମୁଣ୍ଡା ଗ୍ରାମର ବୈଦେହୀ ପ୍ରଧାନ । ସୂଚନା ଅନୁଯାୟୀ ବୃଦ୍ଧା ଜଣକ ଆମ୍ବ ଗୋଟାଇବାକୁ ପାଖ ଜଙ୍ଗଲକୁ ଯାଇଥିଲେ ।ସେଠାରେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’