Masthead

ଦନ୍ତା ହାତୀ ମୃତଦେହ ଉଦ୍ଧାର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ବିପଦରେ ଦନ୍ତା । ଦନ୍ତା ହାତୀର ମୃତଦେହ ଉଦ୍ଧାର । ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜର ଗମ୍ଭାରୀଗୋଚ୍ଛା ନିକଟରେ ଏକ ହାତୀର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବନ ବିଭାଗର ଅଧିକାରୀମାନେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ମୃତ ହାତୀଟି ଦନ୍ତା ହୋଇଥିବା ଅନୁମାନ କରାଯାଉଛି। ରବିବାର ରାତିରେ ଉକ୍ତ ଅଞ୍ଚଳରେ ୨୨ ଟିକିଆ ହାତୀପଲ ବିଚରଣ କରୁଥିବା ବେଳେ ଆଜି ଏକ ଛୁଆ ଦନ୍ତା ମରିପଡିଥିବା ଦେଖିବାକୁ ମିଳିଛି। ହାତୀର ମୃତ୍ୟୁ କେମିତି ହେଲା ମୃତ୍ୟୁର କାରଣ କ’ଣ ସେ ନେଇ ତଦନ୍ତ କରୁଛି ବନ ବିଭାଗ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା