Masthead

ସାତକୋଶିଆ ଜଙ୍ଗଲରେ ହାତୀ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ହାତୀ ଛୁଆ ମୃତଦେହ ଉଦ୍ଧାର । ମିଳିଥିବା ସୂଚନା ମୁତାବକ ସାତକୋଶିଆ ବନଖଣ୍ଡ ପମ୍ପାସର ରେଞ୍ଜ ତରଭା ଜଙ୍ଗଲରୁ ହାତୀ ଛୁଆର ମୃତ ଦେହ ଉଦ୍ଧାର କରିଛି ବନବିଭାଗ । ମୃତ ହାତୀ ଛୁଆରର ବୟସ ୮ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ବନ ବିଭାଗର ଏକ ଟିମ ତରଭା ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ବେଳେ ମୃତ ଦେହକୁ ଠାବ କରିଥିଲେ ।

ଗୋଟେ ସପ୍ତାହରୁ ଅଧିକ ଦିନ ହେବ ମୃତ ହୋଇଥିବା ବେଳେ ଶରୀରଟି ସମ୍ପୂର୍ଣ୍ଣ ପଚି ନଷ୍ଟ ହୋଇଯାଇଛି । ତେବେ ହାତୀ ଛୁଆର କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଚମଡା ଓ ହାଡ଼ ବନବିଭାଗ ଜବତ କରିଥିବା ଜଣାପଡ଼ିଛି । ଶବ ବ୍ୟବଚ୍ଛେଦ ପାଇଁ ହାଡ଼ ଓ ଖପୁରୀକୁ ଓୟୁଏଟିକୁ ପଠାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି