Masthead

ପୁଣି ଏକ ଦନ୍ତା ହାତୀ ମୃତଦେହ ଠାବ

ଆଠଗଡ଼(ବଡ଼ ଖବର ବ୍ୟୁରୋ): ଅସୁରକ୍ଷିତ ଆଠଗଡ଼ ବନଖଣ୍ଡ । ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ । ନୂଆବନ୍ଧ କାଜୁ ଜଙ୍ଗଲରେ ଗୋଟିଏ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ହାତୀର ଶୁଣ୍ଢରେ କ୍ଷତ ଚିହ୍ନ ରହିଥିବା ବେଳେ ମୃତ୍ୟୁର କାରଣ ଜଣାପଡିନାହିଁ । ସ୍ଥାନୀୟ ବାସିନ୍ଦାଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି ବନବିଭାଗ କର୍ମଚାରୀ । ଏବଂ ପୋଷ୍ଟମର୍ଟମ ପରେ ମୃତୁ୍ୟର ପ୍ରକୃତ ଜଣାପଡିବା ନେଇ ସୂଚନା ଦେଇଛନ୍ତି । ହାତୀର ବୟସ ୧୮ରୁ ୨୨ ବର୍ଷ ହେବ । ହାତୀ ମୃତ୍ୟୁକୁ ନେଇ ଆଠଗଡ ବନଖଣ୍ଡ ଚର୍ଚ୍ଚାରେ ରହିଥିବା ବେଳେ ଆଜି ପୁଣି ଏକ ଦନ୍ତାର ମୃତଦେହ ଠାବ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ