Masthead

ଥମୁନି ହାତୀ ମୃତ୍ୟୁ

ବାରିପଦା (ବଡ଼ ଖବର ବ୍ୟୁରୋ): ଥମିବାର ନା ନେଉ ନାହିଁ ହାତୀ ମୃତ୍ୟୁ । ପୁଣି ଏକ ଏକ ହାତୀ ର ଗଳିତ ମୃତ ଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ବେତନଟି ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଂଚାୟତ ଭଦ୍ରାଶୋଳର ଅସନବଣି ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ଏକ ୪୫ ଟିକିଆ ଝାଡଖଣ୍ଡୀ ହାତୀପଲ ଗତ କିଛିଦିନ ହେବ ବେତନଟି ରେଞ୍ଜରେ ଉପଦ୍ରଵ ଚଲାଇଥିଲେ ।

ଆଜି ଉକ୍ତ ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ପଡିଥିବାର ଦେଖା ଦେଇଛି । ହାତୀ ଉପଦ୍ରଵ ପାଇଁ ସ୍ଥାନୀୟ ଲୋକେ ଭୟରେ ଜଙ୍ଗଲକୁ କିଛିଦିନ ହେବ ଯାଇନଥିବା ବେଳେ ଆଜି କିଛି ଗ୍ରାମବାସୀ ଜଙ୍ଗଲକୁ ଯାଇ ହାତରୀ ମୃତଦେହକୁ ଦେଖିଥିଲେ । ଏନେଇ ଲୋକମାନେ ସ୍ଥାନୀୟ ବନବିଭାଗକୁ ଜଣାଇଥିଲେ । ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ