Masthead

ପାଣି ଅଭାବରୁ ହାତୀ ମୃତ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ପାଣି ଅଭାବରୁ ନରସିଂହପୁରରେ ହାତୀ ମୃତ । ନରସିଂହପୁର ପୂର୍ବ ବନାଞ୍ଚଳ ଅଧିନ ବ୍ରାହ୍ମଣୀ ବିଟ ନୂଆଗଡ଼ ସେକ୍ସନ କମ୍ପାଟମେଣ୍ଟ ୩ ରେ ହାତୀ ମୃତ୍ୟୁ ହୋଇଛି । ଗୋଟିଏ ମାଈ ହାତୀର ଗଳିତ ଶବ ଉଦ୍ଧାର ହୋଇଛି। ହାତୀ ଟି ପାଣି ଅଭାବରୁ ପ୍ରାୟ ୨୦ ରୁ ୨୫ ଦିନ ପୂର୍ବରୁ ମରିଥିବା ସୂଚନା ମିଳିଛି । ବନ ବିଭାଗ ପକ୍ଷରୁ ଶୁକ୍ରବାର ହାତୀର ଗଳିତ ଶବକୁ ଠାବ କରାଯାଇଥିଲା ।

ତରବରିଆ ଭାବେ ହାତୀକୁ ପୋତି ଦିଆ ଯାଇଥିବା ଜଣାପଡିଛି । ହାତୀଟିର ବୟସ ଦୁଇରୁ ତିନି ବର୍ଷ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ବହୁ ଦିନ ପୂର୍ବରୁ ହାତୀ ମୃତୁ୍ୟ ହୋଇଥିବାରୁ ଶରୀରର ବିଭିନ୍ନ ଅଂଶ ନଷ୍ଟ ହୋଇ ଯାଇଥିବା ଚିତ୍ରରୁ ସ୍ପଷ୍ଟ ହୋଇଛି। ନରସିଂହପୁର ବଡମ୍ବା ବନବିଭାଗ ଏବଂ ସାତକୋଶିଆ ଜିଲିଣ୍ଡା ଜଙ୍ଗଲରୁ ୨୦ ରୁ ୨୫ ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଝଞୠ ଟିମ ଦ୍ଵାରା ହାତୀର ଗଳିତ ମୃତ ଦେହ ଉଦ୍ଧାର ହୋଇଥଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା