Masthead

ଟ୍ରେନ୍ ଧକ୍କାରେ ହାତୀ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଟ୍ରେନ୍ ଧକ୍କାରେ ହାତୀ ମୃତ । ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ ଜେରେଙ୍ଗ ଦେହୁରୀସାହି ପଠାଣି ବାଙ୍କ ନିକଟରେ ରେଳ ଲାଇନରେ ଟ୍ରେନ ଧକ୍କାରେ ଦନ୍ତା ହାତୀ ମୃତ୍ୟୁବରଣ କରିଛି। ସୂଚନା ଅନୁଯାୟୀ ଗତକାଲି ରାତିରେ ଏକ ଦନ୍ତା ହାତୀ ଗୋଠଖଣ୍ଡିଆ ଦନ୍ତା ଜରପଡା ଷ୍ଟେସନ ଠାରୁ ୨କିଲୋମିଟର ଦୂରରେ ଜେରେଙ୍ଗ ଗ୍ରାମ ସୀମାନ୍ତରେ ରେଳ ଲାଇନ ପାର ହେଉଥିଲା। ଏହି ସମୟରେ ଆସୁଥିବା ଟ୍ରେନ ଦନ୍ତା ହାତୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦନ୍ତାର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲା। ବନ ବିଭାଗ ଓ ଜିଆରପି ପୁଲିସ ଘଟଣାର ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ