Masthead

ପେଟ୍ରୋଲ ପମ୍ପରେ ହାତୀଙ୍କ ଉତ୍ପାତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମାନେଶ୍ଵର ସ୍ଥିତ ଭବାନୀପାଲି ପେଟ୍ରୋଲ ପମ୍ପରେ ହାତୀଙ୍କ ଉତ୍ପାତ । ସନ୍ଧ୍ୟା ସମୟରେ ଜଙ୍ଗଲୀ ହାତୀଟି ହଠାତ ପେଟ୍ରୋଲ ପମ୍ପ ଭିତରକୁ ପଶି ଆସିଥିଲା । ହାତୀକୁ ଦେଖି ସମସ୍ତ କର୍ମଚାରୀମାନେ ସେଠାରୁ ପ୍ରାଣ ବିକଳରେ ପଳାଇଯାଇଥିଲେ । ହାତୀ ଟି ସେଠାରେ ଥିବା ବାଇକ ଏବଂ ଅଫିସକୁ ଭାଙ୍ଗୁଥିବାର ଚିତ୍ର ସିସିଟିଭିରେ କଏଦ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ