Masthead

ବିଦ୍ୟୁତ ତାର ଲାଗି ଦନ୍ତା ମୃତ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ତାର ଲାଗି ଦନ୍ତା ମୃତ । କେନ୍ଦୁଝର ଚମ୍ପୁଆ ରେଞ୍ଜ୍‌ ବାମେବାରି ବିଟ୍‌ ବସନ୍ତପୁର ଜଡ଼ିପଦାସାହିରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ତା’ର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ହାତୀଟି ଗତକାଲି ବିଳମ୍ବିତ ରାତିରେ ଖାଦ୍ୟ ଅନ୍ୱେଷଣରେ ଏହି ଅଞ୍ଚଳରେ ବୁଲିଥିବା ବେଳେ ଏହି ଘଟଣା ଘଟିଯାଇଛି। ଆଜି ସକାଳ ସମୟରେ ଏହି ଘଟଣା ଘଟିଛି। ଏକ ବିଦ୍ୟୁତ ଖୁଣ୍ଟର ଷ୍ଟେ ତାରରେ କରେଣ୍ଟ ପ୍ରବାହିତ ହେଉଥିଲା।  ହାତୀଟି ସେହି ଷ୍ଟେ ତା’ର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ