ପୁଣି ହାତୀ ନେଲା ଦୁଇ ଜୀବନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ପୁଣି ହାତୀ ନେଲା ଦୁଇ ଜୀବନ । ସୌଚ ପାଇଁ ଯାଇଥିବା ଦୁଇ ବ୍ୟକ୍ତିଙ୍କ ଜୀବନ ନେଲା ହାତୀ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପାତେଳି ଗ୍ରାମରେ ସ୍ୱଶ୍ଚ ପାଇଁ ଯାଇଥିବା ଦୁଇ ଜଣଙ୍କ ଜୀବନ ନେଇଛି ହାତୀ । ମୃତ ଦୁଇ ବ୍ୟକ୍ତିଙ୍କ ନାମ ଶଙ୍କର ମଲିକ ଓ ଝିଲି ମାଝୀ । ସେମାନଙ୍କ ମୃତ୍ୟୁକୁ ନେଇ ପ୍ରତିବଦରେ ଅନୁଗୁଳ ବନ୍ତଳା ରାସ୍ତାରେ ଟାୟାର ଜାଳି ଧାରଣା ଦେଲେ ପାତେଳି ଗ୍ରାମ ବାସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’