Masthead

ଥମୁନି ହାତୀ ଉପଦ୍ରବ

ତେଲକୋଇ (ବଡ଼ ଖବର ବ୍ୟୁରୋ): ତେଲକୋଇ ରେଞ୍ଜରେ ଥମୁନି ହାତୀପଲ୍ଲଙ୍କ ଉପଦ୍ରବ । ଉଦୟଗିରି ଗାଁରେ ହାତୀପଲ୍ଲଙ୍କ ଉପଦ୍ରବ, ନଷ୍ଟ କଲେ ଏକର ଏକର ଧାନଫସଲ । ବିମଳା ଫରେଷ୍ଟ ବିଟ ଅଧିନ ଉଦୟଗିରି ଗାଁରେ ଏକର ଏକର ଧାନଫସଲ ନଷ୍ଟ କଲେ ହାତୀ। ଗତକାଲି ବିଳମ୍ବିତ ରାତିରେ ବିମଳା ଫରେଷ୍ଟ ବିଟ ଅଞ୍ଚଳ ଉଦୟଗିରି ଗାଁ ରେ ୮ ଟିକିଆ ହାତୀପଲ୍ଲ ଉପଦ୍ରବ ଚଳାଇଥିଲେ । ଗାଁର ଏକର ଏକର ଧାନଫସଲକୁ ଦଳିଚକଟି ନଷ୍ଟ କରିଦେଇଛନ୍ତି ହାତୀପଲ୍ଲ।

ବନବିଭାଗ ହାତୀଙ୍କୁ ନିରିକ୍ଷଣ କରି ଘଉଡାଇବା ଆବଶ୍ୟକ ଥିବାବେଳେ ହାତୀଙ୍କ କବଳରୁ ଲୋକଙ୍କ ଧନଜୀବନ ରକ୍ଷା କରିବାରେ ବନବିଭାଗ ବିଫଳ ହୋଇଥିବା ଅଭିଯୋଗ ହୋଇଛି ।ବାରମ୍ବାର ହାତୀ ଉପଦ୍ରବର ଶିକାର ହେବାସହ ଲୋକଙ୍କ ଧନଜୀବନ ଓ ଫସଲ ନଷ୍ଟ ହେବା ଦ୍ବାରା ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭୁଷୁଡି ପଡୁଛି ।ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ