Masthead

ପୁଣି କରଞ୍ଜିଆରେ ହାତୀ ଭୟ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ପୁଣି କରଞ୍ଜିଆରେ ହାତୀ ଭୟ । କିଛି ଦିନ ବ୍ୟବଧାନ ପରେ ପୁଣି ୩୦ ଟିକିଆ ହାତୀପଲ କରଞ୍ଜିଆ ରେଞ୍ଜକୁ ଫେରିଛନ୍ତି । ହାତୀପଲ ପାଇଁ ୩୦ ରୁ ଅଧିକ ଗାଁ ରେ ଲାଗି ରହିଛି ହାତୀ ଆତଙ୍କ । ଗତକାଲି ବିଳମ୍ବିତ ରାତ୍ରରେ କେନ୍ଦୁଝର ଜିଲ୍ଲାର ସାହରପଡା ବ୍ଲକ ଦେଇ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ରେଞ୍ଜରେ ହାତୀପଲ ପ୍ରବେଶ କରିଛନ୍ତି ।

ଏବେ ହାତୀପଲ ବଡ଼ ଦେଉଳି ଜଙ୍ଗଲରେ ଥିବାର ସୂଚନା ମିଳିଛି । ୩୦ ଟିକିଆ ହାତୀ ପଲକୁ ସୁରକ୍ଷା ଦେବା ପାଇଁ ବନ ବିଭାଗ କର୍ମଚାରୀ ମୁତୟନ ହେଇଛନ୍ତି । ବଡ଼ ଦେଉଳି ଅଞ୍ଚଳରେ ଜଣକ ପାଚରି ଭାଙ୍ଗିଥିବା ବେଳେ କରଞ୍ଜିଆ ଚଢେଇ ଭୋଳ ରାସ୍ତା ଅବରୋଧ କରିଛନ୍ତି ହାତୀ ପଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ