Masthead

ପୁଣି କରଞ୍ଜିଆରେ ହାତୀ ଭୟ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ପୁଣି କରଞ୍ଜିଆରେ ହାତୀ ଭୟ । କିଛି ଦିନ ବ୍ୟବଧାନ ପରେ ପୁଣି ୩୦ ଟିକିଆ ହାତୀପଲ କରଞ୍ଜିଆ ରେଞ୍ଜକୁ ଫେରିଛନ୍ତି । ହାତୀପଲ ପାଇଁ ୩୦ ରୁ ଅଧିକ ଗାଁ ରେ ଲାଗି ରହିଛି ହାତୀ ଆତଙ୍କ । ଗତକାଲି ବିଳମ୍ବିତ ରାତ୍ରରେ କେନ୍ଦୁଝର ଜିଲ୍ଲାର ସାହରପଡା ବ୍ଲକ ଦେଇ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ରେଞ୍ଜରେ ହାତୀପଲ ପ୍ରବେଶ କରିଛନ୍ତି ।

ଏବେ ହାତୀପଲ ବଡ଼ ଦେଉଳି ଜଙ୍ଗଲରେ ଥିବାର ସୂଚନା ମିଳିଛି । ୩୦ ଟିକିଆ ହାତୀ ପଲକୁ ସୁରକ୍ଷା ଦେବା ପାଇଁ ବନ ବିଭାଗ କର୍ମଚାରୀ ମୁତୟନ ହେଇଛନ୍ତି । ବଡ଼ ଦେଉଳି ଅଞ୍ଚଳରେ ଜଣକ ପାଚରି ଭାଙ୍ଗିଥିବା ବେଳେ କରଞ୍ଜିଆ ଚଢେଇ ଭୋଳ ରାସ୍ତା ଅବରୋଧ କରିଛନ୍ତି ହାତୀ ପଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ