Masthead

ହାତୀ ଆତଙ୍କ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ହାତୀ ଉପଦ୍ରବ । ନଷ୍ଟ କରୁଛନ୍ତି ଫସଲ ଓ ଘରଦ୍ୱାର । ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ଗ୍ରାମଗୁଡ଼ିକରେ ଗତ ପାଞ୍ଚଦିନ ହେଲା ଦୁଇଟି ବଣୁଆ ହାତୀ ଆତଙ୍କ ଖେଲାଉଥିବା ଦେଖିବାକୁ ମିଳିଛି। ଏହି ଦୁଇ ବଣୁଆ ହାତୀ ଆଖପାଖ ଗାଁକୁ ପଶି ଲୋକଙ୍କ ଘରଦ୍ୱାର ଭାଙ୍ଗି ଦେବା ସହ ଧାନ,ଚାଉଲ ତଥା ଆସବାବ ପତ୍ର ନଷ୍ଟ କରି ଦେଉଛନ୍ତି ।

ଅଞ୍ଚଳରେ କମ ବର୍ଷା ଯୋଗୁଁ ମରୁଡି ସ୍ଥିତି ଦେଖା ଦେଲାଣି, ତଥାପି ଯେଉଁଠି ଧାନ ଚାଷ ହୋଇଛି ଫସଲକୁ ଦଳି ଚକଟି ନଷ୍ଟ କରି ଦେଉଛନ୍ତି । ଏମିତିକି ପନିପରିବା ଚାଷ ମଧ୍ୟ ନଷ୍ଟ କରୁଛନ୍ତି । ରାତି ସମୟରେ ହାତୀମାନେ ଜନବସତି ଆଡକୁ ମାଡି ଆସୁଛନ୍ତି ଯାହାଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ