Masthead

ବଣୁଆ ଦନ୍ତାଙ୍କ ଆତଙ୍କ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ହାତୀ ଉପଦ୍ରବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଦୁଧୁଜୋରି ପଞ୍ଚାୟତରେ । ସୁକିନ୍ଦା ଟସର ଫାର୍ମ ଜଙ୍ଗଲ ରେ ଏକ ବଣୁଆ ଦନ୍ତା ଉପଦ୍ରବ କରିଥିଲା । ରାତି ୧୧ .୩୦ ସମୟରେ ମଙ୍ଗଳପୁର, ପୁବୋଳ,କଞ୍ଚିଚୁଆ ଅଞ୍ଚଳରେ ଆତଙ୍କ ଖେଳାଇଥିଲା ।

ଲୋକମାନେ ଘର ଦୁଆର ଏବଂ ଗାଁ ଦାଣ୍ଡରେ ନିଆଁ ଲଗେଇ ଘୋଉଡେଇବାକୁ ଚେଷ୍ଟା କରିଥିଲେ। ପରେ ବନ ବିଭାଗ ପକ୍ଷରୁ ଟମକା ,ସୁକିନ୍ଦା, ଯାଜପୁର ରୋଡ ରେଞ୍ଜର,ବିପିନ ରାଉତ ଙ୍କ ସହ ଏକ ଟିମ୍ ରହି ହାତିକୁ ଘୋଉଡାଇବା ରେ ଲାଗିପଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା