Masthead

ବଣୁଆ ଦନ୍ତାଙ୍କ ଆତଙ୍କ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ହାତୀ ଉପଦ୍ରବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଦୁଧୁଜୋରି ପଞ୍ଚାୟତରେ । ସୁକିନ୍ଦା ଟସର ଫାର୍ମ ଜଙ୍ଗଲ ରେ ଏକ ବଣୁଆ ଦନ୍ତା ଉପଦ୍ରବ କରିଥିଲା । ରାତି ୧୧ .୩୦ ସମୟରେ ମଙ୍ଗଳପୁର, ପୁବୋଳ,କଞ୍ଚିଚୁଆ ଅଞ୍ଚଳରେ ଆତଙ୍କ ଖେଳାଇଥିଲା ।

ଲୋକମାନେ ଘର ଦୁଆର ଏବଂ ଗାଁ ଦାଣ୍ଡରେ ନିଆଁ ଲଗେଇ ଘୋଉଡେଇବାକୁ ଚେଷ୍ଟା କରିଥିଲେ। ପରେ ବନ ବିଭାଗ ପକ୍ଷରୁ ଟମକା ,ସୁକିନ୍ଦା, ଯାଜପୁର ରୋଡ ରେଞ୍ଜର,ବିପିନ ରାଉତ ଙ୍କ ସହ ଏକ ଟିମ୍ ରହି ହାତିକୁ ଘୋଉଡାଇବା ରେ ଲାଗିପଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା