Masthead

ସାହାରାପଡ଼ାରେ ଦନ୍ତା ଆତଙ୍କ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଗୋଠ ଛଡ଼ା ଦନ୍ତାହାତୀ । ହାତୀଟି ୬ ଦିନ ହେବ ଅଞ୍ଚଳରେ ଉପଦ୍ରବ ଚଲାଇଛି । ଦନ୍ତାହାତୀଟି କାଶିଆସାହି ଓ ରାମଚନ୍ଦ୍ରପୁର ଗାଁରେ ରାତିରେ ପଶି ୧୨ ରୁ ଅଧିକ ଘର ଭାଙ୍ଗିଥିବା ଜଣାପଡ଼ିଛି। ଘର ଭାଙ୍ଗିବାବେଳେ ଗୋଠ ଛଡ଼ା ଦନ୍ତାଟି ଧାନ ଚାଉଳ ଖାଇଯିବା ଓ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ତେବେ ହାତୀ କୁ ଖୁବଶୀଘ୍ର ଘଉଡ଼ାଇବାକୁ ଲୋକେ ଦାବି କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା