Masthead

ତୁମୁଡ଼ିବନ୍ଧରେ ହାତୀ ଉପଦ୍ରବ

ତୁମୁଡ଼ିବନ୍ଧ, (ବଡ଼ ଖବର ବ୍ୟୁରୋ): ହାତୀ ଉପଦ୍ରବ ଯୋଗୁ ମୁଣ୍ଡରେ ହାତଦେଇ ବସିଛି ଚାଷୀ । ଗତ ତିନିମାସ ହେବ ତୁମୁଡ଼ିବନ୍ଧ ରେଞ୍ଜ ଲଙ୍କାଗଡ଼ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି । ୨୦ରୁ ୨୫ ସଦସ୍ୟ ବିଶିଷ୍ଟ ଏହି ହାତୀପଲ ଅଞ୍ଚଳର ଏକର ଏକର ଫସଲ ନଷ୍ଟ କରିଦେଇଛନ୍ତି । ଗତକାଲି ମଧ୍ୟ ଲଙ୍କାଗଡ଼ ପଞ୍ଚାୟତ ଜାରନା, ଶିବା ଓ ତରଲାଙ୍ଗୀ ଗ୍ରାମର ପ୍ରାୟ ୩୦ ଏକର ଚାଷଜମିକୁ ହାତୀପଲ ଦଳି ଚକଟି ନଷ୍ଟ କରିଛନ୍ତି । ବର୍ଷକର ପରିଶ୍ରମ ପରେ ଶସ୍ୟ ଅମଳ ସମୟରେ ହାତୀ ଉପଦ୍ରବ ପାଇଁ ଚାଷୀ ଏବେ ଚିନ୍ତାରେ । ତୁରନ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ ଦାବି କରିଛନ୍ତି ଲଙ୍କାଗଡ଼ ସରପଞ୍ଚ । ତେବେ କ୍ଷୟକ୍ଷତି ଆକଳନ କରି ଚାଷଙ୍କୁ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ତୁମୁଡ଼ିବନ୍ଧ ରେଞ୍ଜର ଲଳିତ ମୋହନ ନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା