Masthead

ଫସିଯାଇଛି ହାତୀ: ବଞ୍ଚିବା ପାଇଁ ନଦୀରେ କରୁଛି ସଂଘର୍ଷ

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଫସିଯାଇଛି ହାତୀ । ବଞ୍ଚିବା ପାଇଁ ନଦୀରେ କରୁଛି ସଂର୍ଘଷ । ମହାନଦୀର ମୁଣ୍ଡଳୀ ବ୍ରିଜ ବନ୍ଧରେ ଫସିଲା ହାତୀ। ଗତକାଲି ବିଳମ୍ବିତ ରାତିରେ ଚନ୍ଦକା ଜଙ୍ଗଲରୁ ମହାନଦୀ ପାର ହୋଇ ଆଠଗଡ ବନଖଣ୍ଡକୁ ଆସୁଥିବା ଏକ ୧୭ ଟିକିଆ ହାତୀପଲ କୁହୁଡା ହୋଇଥିବାରୁ ମହାନଦୀ ପାଣିରେ ଭାସି ଆସିଥିଲେ । ସେଥିରୁ ୧୬ଟି ହାତୀ ଭାସି ଯାଇଥିବା ବେଳେ ଗୋଟିଏ ହାତୀ ମୁଣ୍ଡଳୀ ବ୍ରିଜ ବନ୍ଧରେ ଲାଗିଥିଲା । ହାତୀକୁ ଉଦ୍ଧାର କରିବା ପାଇଁ ବନବିଭାଗ ଓ ଅଗ୍ନିଶମ ବାହିନୀ ମୁଣ୍ଡଳି ସେତୁରେ କରିଛି ଅପରେସନ ରେସକ୍ୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା