Masthead

ହାତୀଙ୍କୁ ଲାଗିବ ରେଡିଓକଲାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚନ୍ଦକା ହାତୀଙ୍କୁ ଲାଗିବ ରେଡିଓକଲାର । ଚନ୍ଦକା ବନଖଣ୍ଡରେ ଥିବା ହାତୀଙ୍କ ହେହରେ ଲାଗିବାକୁ ଯାଉଛି ରେଡିଓକଲାର। ରେଡିଓକଲାର ଲାଗିବା ପରେ ସାଟେଲାଇଟ ଜରିଆରେ ସେହି ହାତୀମାନଙ୍କର ଗତିବିଧି ଉପରେ ନଜର ରଖିବ ବନବିଭାଗ। ଚନ୍ଦକା ବନଖଣ୍ଡ ଅଞ୍ଚଳରେ କିଛି ହାତୀ ବାରମ୍ବାର ଭୁବନେଶ୍ୱର ଏବଂ ଆଖ ପାଖରେ ଉପଦ୍ରବ କରୁଥିବାରୁ ସେମାନଙ୍କ ଉପରେ ଦୃଷ୍ଟି ରଖିବା ପାଇଁ ବନବିଭାଗ କିଛି ବଛାବଛା ହାତୀଙ୍କ ଦେହରେ ରେଡିଓକଲାର ଲଗେଇବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି