Masthead

୧୧ ବର୍ଷ ପରେ ପାରଦ ୩୪ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୧ବର୍ଷ ପରେ ପାରଦ ଛୁଇଁଲା ୩୪ଡିଗ୍ରୀ । ଜାନୁଆରୀ ମାସ ଆରମ୍ଭରୁ ଶୀତ ତାପମାତ୍ରା କମ୍ ହୋଇଛି । ତେବେ ଆଗାମୀ ୨-୩ ଦିନ ମଧ୍ୟରେ ପାରଦ ଖସିବା ନେଇ ପାଣିପାଗ ବିଭାଗ କହିଛି । ଉପକୂଳ ଓଡିଶାରେ ଶୀତ ଅନୁଭୂତ ହେବନି ଏବଂ ମାଘ ମାସରେ ତାପମାତ୍ରା ବଢିବା ନେଇ ବିଶେଷଜ୍ଞ ବିଭାଗ କହିଛିନ୍ତି । ଡିସେମ୍ବର ଜାନୁଆରୀରେ ପ୍ରବଳ ଶୀତ ଅନୁଭୂତ ହୋଇଥାଏ । କିନ୍ତୁ ଜାନୁଆରୀ ଆରମ୍ଭରୁ ତାପମାତ୍ରା ବଢିଛି । ୧୧ବର୍ଷ ଭିତରେ ତାପମାତ୍ରା ଏତେ ବଢିନଥିଲା ବୋଲି କହିଛି ପାଣୀପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି