Masthead

ଇମାମୀର ୧୦୧ କର୍ମଚାରୀ କରୋନା ପଜିଟିଭ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମାଡ଼ି ଚାଲିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ସୁନ୍ଦରଗଡ଼ ହଟସ୍ପଟ ଥିବାବେଳେ ଦ୍ୱିତୀୟରେ ଖୋର୍ଦ୍ଧା ରହିଛି । ଏବେ ଇମାମୀ ପେପର ମିଲର ୧୦୧ କର୍ମଚାରୀ କରୋନା ପଜିଟିଭ ହୋଇଛନ୍ତି । ବାଲେଶ୍ୱର ରେମୁଣାସ୍ଥିତ ଇମାମୀ ପେପର ମିଲରରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଦୁଲାଲସେନ ଜଗଦ୍ଦେବ ସୂଚନା ଦେଇଛନ୍ତି ।

୨୪ଘଣ୍ଟାରେ ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନର ଚିନ୍ତା ବଢିଯାଇଛି । ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏତେ ସଂଖ୍ୟକ ରୋଗୀ ଚିହ୍ନଟ ହେବା ପରେ ଇମାମୀ କର୍ତ୍ତୃପକ୍ଷ କାରଖାନାର ୩ଟି ୟୁନିଟ୍ ମଧ୍ୟରୁ ଗୋଟିଏକୁ ବନ୍ଦ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ