Masthead

ଦରମା ଦାବିରେ ଧାରଣାରେ ବସିଲେ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ

ଆଠମଲ୍ଲିକ (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଆଠମଲ୍ଲିକ ବ୍ଲକ ଓ କିଶୋର ନଗର ବ୍ଲକର ନିର୍ମଳ ଯୋଜନାର ୨୪ କର୍ମଚାରୀ ଏକତ୍ରିତ ହୋଇ ମାଧପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଧାରଣାରେ ବସିଛନ୍ତି । ନିର୍ମଳ ଯୋଜନାର କର୍ମଚାରୀମାନେ ପାଞ୍ଚ ମାସ ଦରମା ନପାଇ ଥିବାରୁ ୫ଦିନ ହେବ ବସିଛନ୍ତି । କିନ୍ତୁ କୋଣସି ସରକାରୀ ବାବୁ ମାନେ ଶୁଣୁ ନାହାନ୍ତି ବୋଲି ପ୍ରତିକ୍ରିୟା ରଖିଛନ୍ତି ସଫାଇ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ