Masthead

ଦରମା ଦାବିରେ ଧାରଣାରେ ବସିଲେ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ

ଆଠମଲ୍ଲିକ (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଆଠମଲ୍ଲିକ ବ୍ଲକ ଓ କିଶୋର ନଗର ବ୍ଲକର ନିର୍ମଳ ଯୋଜନାର ୨୪ କର୍ମଚାରୀ ଏକତ୍ରିତ ହୋଇ ମାଧପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଧାରଣାରେ ବସିଛନ୍ତି । ନିର୍ମଳ ଯୋଜନାର କର୍ମଚାରୀମାନେ ପାଞ୍ଚ ମାସ ଦରମା ନପାଇ ଥିବାରୁ ୫ଦିନ ହେବ ବସିଛନ୍ତି । କିନ୍ତୁ କୋଣସି ସରକାରୀ ବାବୁ ମାନେ ଶୁଣୁ ନାହାନ୍ତି ବୋଲି ପ୍ରତିକ୍ରିୟା ରଖିଛନ୍ତି ସଫାଇ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ