Masthead

ପୋଲିସକୁ ଛେଚିଲେ

କାଶିନଗର (ବଡ଼ ଖବର ବ୍ୟୁରୋ): ଚଢାଉବେଳେ ପୋଲିସକୁ ଆକ୍ରମଣ । ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଖରସଣ୍ଡା ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡାରେ ଚଢାଉ କରିଛି ପୋଲିସ । ଚଢାଉ ବେଳେ ପୋଲିସ ଟିମ୍ ଆକ୍ରମଣର ଶିକାର ହୋଇଛନ୍ତି । ଜୁଆଡିମାନେ ପଥର ମାଡ କରି ପୋଲିସ ଭ୍ୟାନ୍କୁ ଭଙ୍ଗାରୁଜା କରିଛନ୍ତି । ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କ ସହ ୪ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭତ୍ତି କରାଯାଇଛି । ଗଜପତି ଏସପି ସୀତାରାମ ଶତପଥୀ ଓ ପାରଳା ଏସଡିପିଓ ଆର.କେ.ପତି ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଁଚି ତଥ୍ୟ ସଂଗ୍ରହ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି