Masthead

ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ

ମାଲକାନଗିରି (ବଡ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ହାଡକୋର ମାଓବାଦୀ ନିହତ । ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ ଜବାନଙ୍କ ସହ ମୁହାଁ ମୁହିଁ ହୋଇଥିଲେ ମାଓବାଦୀ । ଏହି ଏନକାଉଣ୍ଟର ରେ ଚାରି ଜଣ ମହିଳା ମାଓବାଦୀଙ୍କ ସହ ଦୁଇ ଜଣ ପୁରୁଷ ମାଓବାଦୀ ପ୍ରାଣ ହରାଇଛନ୍ତି ।

ପୂର୍ବରୁ ଏମାନଙ୍କ ମୁଣ୍ଡ ଉପରେ ଛତିଶଗଡ ସରକାର ୨୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣାସ୍ଥଳରୁ AK47 ଓ INSAS ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ । ରକେଟ ଲଞ୍ଚର, ଗ୍ରେନେଡ଼ ଓ ନଗତ ଟଙ୍କା ମଧ୍ୟ ସୁରକ୍ଷା କର୍ମୀ ଜବତ କରିଥିବା ନେଇ ବିଜାପୁର ଏସପି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି