Masthead

ଛତିଶଗଡ଼ରେ ଏନକାଉଣ୍ଟର, ଜଣେ ନକ୍ସଲ ମୃତ

ରାଇଘର (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ଏନକାଉଣ୍ଟର ଜଣେ ନକ୍ସଲ ମୃତ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତ ଛତିଶଗଡ଼ର କାଙ୍କେର ଡିଆର୍ଜି ଏବଂ ବିଏସଏଫର ମିଳିତ ଅପରେସନରେ ଜଣେ ନକ୍ସଲର ମୃତ୍ୟୁ ଘଟିଥିବା ଜଣାପଡିଛି । କାଙ୍କେର୍ ଜିଲ୍ଲା ଅନ୍ତର୍ଗତ କୋଏଲିବେଡ଼ା ଥାନା ଚିଲପାରାସ୍ କ୍ୟାମ୍ପରୁ ଉଭୟ ଟିମ୍ ସର୍ଚ ଅପରେସନରେ ବାହାରି ଥିଲେ । ଅପରେସନ ସମୟରେ ପୋଲିସ ଫୋର୍ସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟରେ ଜଣେ ୟୁନିଫର୍ମ ନକ୍ସଲାଇଟର ମୃତ୍ୟୁ ଘଟିଥିଲା । ଏଥିସହିତ ତା ନିକଟରୁ ଏସ୍ଟି ଷ୍ଟେନ୍ ଗନ୍ ଓ କିଛି ବିସ୍ଫୋରକ ସାମଗ୍ରୀ୍ୱ ମଧ୍ୟ ଜବତ କରାଯାଇଛି । ପୋଲିସ ଫୋର୍ସ, ବିଏସ୍ଏଫ୍ ଓ ଡିଆରଜି ଦ୍ୱାରା ଆଖପାଖ ଅଞ୍ଚଳରେ ଅପରେସନ୍ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା