Masthead

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ସେନା ଗୁଳିରେ ଆତଙ୍କବାଦୀ ନିପାତ

ଜାମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀର କୁଲଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଗୁରୁତର । ବହୁ ମାରଣାସ୍ତ୍ର ଜବତ ସହ ଏବେ ବି ଘଟଣାସ୍ଥଳରେ ଅପରେସନ ଜୋରଦାର ଚାଲିଥିବା ସେନା ପକ୍ଷରୁ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା