Masthead

ପୁଲୱାମାରେ ଏନକାଉଣ୍ଟର, ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜମ୍ମୁ କଶ୍ମୀର ସୀମାର ପୁଲୱାମାର ଆରିହଲ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଗତକାଲି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ସେନା ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ