Masthead

ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ଜମ୍ମୁକାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟରରେ ୩ ଆତଙ୍କୀ ସଫା । ଏନ୍‌କାଉଣ୍ଟରରେ ୩ ଜୈଶ୍ ଆତଙ୍କବାଦୀ ନିହତ । ଜମ୍ମୁ ଓ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ଆତଙ୍କୀ ସଫା । କାଶ୍ମୀର ଜୋନ ପୋଲିସ ସୂଚନା ଅନୁଯାୟୀ, ଅୱାନ୍ତିପୋରାର ନାଦର ଗାଁରେ ଏହି ଏନକାଉଣ୍ଟର ଚାଲିଛି। ପ୍ରାଥମିକ ସୂଚନା ଅନୁସାରେ, ୨ ରୁ ୩ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି।

କଶ୍ମୀର ଜୋନ ପୋଲିସ ଏକ୍ସରେ ପୋଷ୍ଟ କରି କହିଛି, ଅୱାନ୍ତିପୋରାର ନାଦର, ତ୍ରାଲ ଅଞ୍ଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି। ପୋଲିସ ଓ ସୁରକ୍ଷା ବାହିନୀ କାର୍ଯ୍ୟରତ ଅଛନ୍ତି। ଅଧିକ ବିବରଣୀ ପରେ ମିଳିବ।”ଗତ ୪୮ ଘଣ୍ଟା ମଧ୍ୟରେ ଜମ୍ମୁ ଓ କଶ୍ମୀରରେ ଏହା ଦ୍ୱିତୀୟ ଏନକାଉଣ୍ଟର। ଏହା ପୂର୍ବରୁ ମଙ୍ଗଳବାର ସୋପିଆନ ଜିଲ୍ଲାରେ ‘ଅପରେସନ କେଲର’ରେ ସୁରକ୍ଷା ବାହିନୀ ଲସ୍କର-ଏ-ତୋଇବାର ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସୂଚନା ଅନୁଯାୟୀ, ଏହି ଏନକାଉଣ୍ଟରରେ ଜୈସ-ଏ-ମହମ୍ମଦର ଆତଙ୍କବାଦୀ ମଧ୍ୟ ଥାଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ