Masthead

ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ଜମ୍ମୁକାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟରରେ ୩ ଆତଙ୍କୀ ସଫା । ଏନ୍‌କାଉଣ୍ଟରରେ ୩ ଜୈଶ୍ ଆତଙ୍କବାଦୀ ନିହତ । ଜମ୍ମୁ ଓ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ଆତଙ୍କୀ ସଫା । କାଶ୍ମୀର ଜୋନ ପୋଲିସ ସୂଚନା ଅନୁଯାୟୀ, ଅୱାନ୍ତିପୋରାର ନାଦର ଗାଁରେ ଏହି ଏନକାଉଣ୍ଟର ଚାଲିଛି। ପ୍ରାଥମିକ ସୂଚନା ଅନୁସାରେ, ୨ ରୁ ୩ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି।

କଶ୍ମୀର ଜୋନ ପୋଲିସ ଏକ୍ସରେ ପୋଷ୍ଟ କରି କହିଛି, ଅୱାନ୍ତିପୋରାର ନାଦର, ତ୍ରାଲ ଅଞ୍ଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି। ପୋଲିସ ଓ ସୁରକ୍ଷା ବାହିନୀ କାର୍ଯ୍ୟରତ ଅଛନ୍ତି। ଅଧିକ ବିବରଣୀ ପରେ ମିଳିବ।”ଗତ ୪୮ ଘଣ୍ଟା ମଧ୍ୟରେ ଜମ୍ମୁ ଓ କଶ୍ମୀରରେ ଏହା ଦ୍ୱିତୀୟ ଏନକାଉଣ୍ଟର। ଏହା ପୂର୍ବରୁ ମଙ୍ଗଳବାର ସୋପିଆନ ଜିଲ୍ଲାରେ ‘ଅପରେସନ କେଲର’ରେ ସୁରକ୍ଷା ବାହିନୀ ଲସ୍କର-ଏ-ତୋଇବାର ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସୂଚନା ଅନୁଯାୟୀ, ଏହି ଏନକାଉଣ୍ଟରରେ ଜୈସ-ଏ-ମହମ୍ମଦର ଆତଙ୍କବାଦୀ ମଧ୍ୟ ଥାଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା