ରାଜଧାନୀରେ ଏନକାଉଣ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ରଘୁ ଦେହରେ ବାଜିଛି ଗୁଳି । ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍ ପୋଲିସ । ରଘୁ ନାମରେ ୧୫ଟି ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି । ସେଥି ମଧ୍ୟରୁ ୮ଟି ବନ୍ଧୁକ ଜନିତ ମାମଲା ଅଛି । ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ ।

ପ୍ରଥମେ ପୋଲିସ ଉପରକୁ ଗୁଳି କରିଥିଲା ରଘୁ । ପାଲଟା ଗୁଳିରେ ଅପରାଧୀ ରଘୁ ଆହତ ହୋଇଥିବା ସୂଚନା ରହିଛି । ତା’ର ବାମ ଗୋଡରେ ଗୁଳି ବାଜିଛି । ତା’ ନିକଟରୁ ୭.୫ ଏମଏମର ଏକ ପିସ୍ତଲ ଜବତ ହୋଇଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ