Masthead

ଇଂଜିନିୟରିଂ ଛାତ୍ର ବୁଡି ନିଖୋଜ ଘଟଣା, ସରାଙ୍ଗ ବ୍ରିଜ ନିକଟରୁ ମିଳିଲା ମୃତଦେହ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣୀ ନଦୀରେ ଇଂଜିନିୟରିଂ ଛାତ୍ର ବୁଡି ନିଖୋଜ ଘଟଣା। ନିଖୋଜ ଛାତ୍ରଙ୍କ ମୃତଦେହ ସରାଙ୍ଗ ବ୍ରିଜ ନିକଟରୁ ଉଦ୍ଧାର। ଗତକାଲି ଅପରାହ୍ନରେ ଜିଆଇଟି କଲେଜର ବିଟେକ ମେଟାଲୋଜି ବିଭାଗର ଶେଷ ବର୍ଷର ଛାତ୍ର ସନତ ମାହାଳିକ ସାଙ୍ଗସହ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ସନତ ମିଳିନଥିଲେ । ଆଜି ତାଙ୍କ ମୃତଦେହ ସରାଙ୍ଗ ବ୍ରିଜ ନିକଟରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ